ଆରପାରିରେ ବିଶିଷ୍ଠ କଣ୍ଠଶିଳ୍ପୀ ବାଲ୍‌ ସୁଭ୍ରମଣ୍ୟମ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ବିଶିଷ୍ଠ କଣ୍ଠଶିଳ୍ପୀ ବାଲ୍‌ ସୁଭ୍ରମଣ୍ୟମଙ୍କ ଶୁକ୍ରବାର ପରଲୋକ ହୋଇଛି। ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛିଦିନ ହେଲା ସେ କରୋନାରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ। କରୋନା ପଜିଟିଭ ଜଣାପଡ଼ିବା ପରେ ଅଗଷ୍ଟ … Read More

ପୂର୍ବତନ ମନ୍ତ୍ରୀ ସେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସିଟାଲରେ ଆଜି ସକାଳେ ପରଲୋକ ଘଟିଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି। ଗତ … Read More

ଆରାପାରିରେ ‘ଶିଶୁ ସଂସ୍କାର’ ର ‘ବଡଭାଇ’ ନଦୀୟ ବିହାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ ତଥା ଆକାଶବାଣୀର ଅବସରପ୍ରାପ୍ତ ପ୍ରଯୋଜକ ନଦୀୟା ବିହାରୀ ମହାନ୍ତିଙ୍କ କଟକର ଏକ ଘରୋଇ ହସ୍‌ପିଟାଲ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା।  ନଦୀୟା ବିହାରୀ … Read More

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ

ଭୁବନେଶ୍ବର, (ଓଡିଶା ଟାଇମ୍) :  ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ । ସତ୍ୟନଗର ମଶାଣିରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଅଜିତଙ୍କୁ ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡ଼ ଝିଅ ସୁଚିସ୍ମିତା । ପ୍ରଥମେ ଅଜିତ ଦାସଙ୍କୁ ଗାର୍ଡ଼ … Read More

ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିହାରର ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂହଙ୍କର ରବିବାର ଦିନ ଦେହାନ୍ତ ହୋଇଛି । ଦିଲ୍ଲୀ ଏମ୍ସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାଷ୍ଟ୍ରୀୟ ଜନତା ଦଳ ନେତା ପ୍ରମୁଖ … Read More

ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଆ ସିନେଜଗତ ପାଇଁ ଆଉ ଏକ ଦୁଃଖଦ ଖବର । ବିଶିଷ୍ଟ ଚଳଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ଅଜିତ ଦାସ ଆଉ ନାହାନ୍ତି । ଆଜି୭୧ ବର୍ଷ ବୟସରେ ଅଜିତ ରାଜଧାନୀ ଭୁବନେଶ୍ୱରସ୍ଥିତ ଏକ ଘରୋଇ … Read More

ପ୍ରସିଦ୍ଧ ତେଲୁଗୁ ଅଭିନେତା ଜୟ ପ୍ରକାଶ ରେଡ୍ଡୀଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :  ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଝଟକା। ପ୍ରସିଦ୍ଧ ତେଲୁଗୁ ଅଭିନେତା ଜୟପ୍ରକାଶ ରେଡ୍ଡୀଙ୍କ ପରଲୋକ ଘଟିଛି । ମଙ୍ଗଳବାର ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ରେଡ୍ଡୀଙ୍କୁ ୭୪ ବର୍ଷ … Read More

ପୂର୍ବତନ ରାଜ୍ୟସଭା ସଦସ୍ୟ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ରାଜନେତା ନରେନ୍ଦ୍ର ସ୍ବାଇଁଙ୍କର ୮୨ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ସେ କରୋନା ଆକ୍ରାନ୍ତ ହୋଇ କଟକର କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବର୍ଗତ ସ୍ୱାଇଁଙ୍କ ଦେହାନ୍ତରେ କଟକ … Read More

ଓଡିଆ ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ରଙ୍କର ଦେହାନ୍ତ ହୋଇଛି। ଶନିବାର ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ସେ … Read More

ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିଓ୍ବାରୀଙ୍କ ପରଲୋକ ଘଟିଛି । ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । କିଛି ଦିନ ହେଲା ସେ କ୍ୟାନସର ରୋଗରେ ପୀଡିତ ହୋଇ ମେଡିକାଲରେ … Read More