ବିଳମ୍ବିତ ହେବ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା – ମନ୍ତ୍ରୀ
ଭୁବନେଶ୍ବର, (ଓଡିଶା ଟାଇମ୍) : ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବିତ ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସର୍ବନିମ୍ନ ୩ ମାସ ପାଠ ପଢାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି … Read More