ଆଜି ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ସେଣ୍ଟ୍ରାଲ ଭିଷ୍ଟ ପ୍ରୋଜେକ୍ଟ ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୦ ତାରିଖ ଗୁରୁବାର ଦିନ ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ। ନୂଆ ସଂସଦ ଭବନର ନିର୍ମାଣ କାର୍ଯ୍ୟ ୨୦୨୨ ସୁଦ୍ଧା ପୁରା କରିବାକୁ … Read More