ଆଜି ଦିନ ୧୧ ଟାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରେଡିଓରେ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଚଳିତ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହେଉଛି ୬୬ତମ ସଂସ୍କରଣ। ବିଶ୍ୱାସ କରାଯାଏ ଯେ ଏହି ସମୟ ମଧ୍ୟରେ … Read More