ଫିଟ୍ ନ ରହିଲେ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର, (ଓଡିଶା ଟାଇମ୍) : ଟ୍ୱିନ୍‌ସିଟି ପୋଲିସ୍‌ କର୍ମୀଙ୍କ ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ନିଜକୁ ଫିଟନେସ୍‌ ନ ରଖିଲେ ବେତନ ବୃଦ୍ଧି ନ ହୋଇପାରେ। ଏଥିସହ ସ୍ୱାସ୍ଥ୍ୟଗତ କାରଣରୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇପାରେ। … Read More