ରାଜଧାନୀରୁ ଆଉ ୧୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯ରେ ପହଁଚିଛି । ସୂଚନାଅନୁସାରେ, ଆଜି ପୁଣି ରାଜଧାନୀରୁ ୧୧୮ … Read More