ଭୁବନେଶ୍ବରରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୨୩୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ … Read More

ଜେଲ୍‌ରୁ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ୍‌

ରାଉରକେଲା, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବଢିବାରେ ଲାଗିଛି। ଆଉ ଏଥିରୁ ବାଦ ପଡିନି ବିଭିନ୍ନ ଜେଲ। ଜେଲ୍‌ରୁ ପୁଣି ଚିହ୍ନଟ ହେଲେ କରୋନା ପଜିଟିଭ୍‌।ରାଉରକେଲା ସ୍ବତନ୍ତ୍ର କାରାଗାରରୁ ୫୪ ଅନ୍ତେବାସୀ  କରୋନା ପଜିଟିଭ୍ ଚିହ୍ନଟ … Read More

ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ନିଜେ ସୌମ୍ୟରଞ୍ଜନ ଟିଟ୍ କରି ସୂଚନା ଦେଇଛନ୍ତି । ସୌମ୍ୟରଞ୍ଜନଙ୍କ ନମୁନା ପରୀକ୍ଷା ପାଇଁ ଯାଇଥିଲା । ଆଜି ରିପୋର୍ଟ ପଜିଟିଭ … Read More

ଭୁବନେଶ୍ୱରରୁ ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଆଜି ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ସେହିପରି ୨୦୦ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ପଜିଟିଭ୍ ସଂଖ୍ୟା ୪୦୬୨ରେ ପହଁଚିଛି ।ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ … Read More

ଭୁବନେଶ୍ୱରରେ ଆଜି ୧୬୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୧୩ ଜଣ ସୁସ୍ଥ … Read More

ଭୀମସାରରେ ୯ ଡାକ୍ତରଙ୍କ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଯୋଦ୍ଧାଙ୍କୁ କରୋ କରୋନା ପଜିଟିଭ୍ ଚିହ୍ନଟ ହେଲେ ୯ ଜଣ କରୋନା ଯୋଦ୍ଧା । ମେଡିସିନ ବିଭାଗରେ ୯ ଜଣ ଡାକ୍ତର କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ଯାହା କର୍ତ୍ତୃପକ୍ଷଙ୍କ ଚିନ୍ତା ବଢାଇଛି । … Read More

କଟକ ସହରରୁ ଆଉ ୮୭ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) : କଟକ ସହରରୁ ଆଜି ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ୭୯ଟି କ୍ୱାରେଣ୍ଟାଇନ୍ କେସ୍ ଥିବା ବେଳେ ୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ … Read More

ଗୃହମନ୍ତ୍ରୀ ଅମିତ ଶାହାଙ୍କୁ କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । କହିଛନ୍ତି ଯେ, ତାଙ୍କଠାରେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖିବାକୁ ମିଳିଥିଲା । ଏହାପରେ ଟେଷ୍ଟ … Read More

ସରକାରୀ ସଜାଗୃହର ୪୪ ଅନ୍ତେବାସୀ କରୋନା ପଜିଟିଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ପଜିଟିଭ ଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ଗଞ୍ଜାମ ଜିଲାରେ ଅଧିକ୍ ପଜିଟିଭ୍ ଚିହ୍ନଟ ହେଉଛନ୍ତି । ତେବେ ବ୍ରହ୍ମପୁର ସ୍ଥିତ ସରକାରୀ ସଜାଗଗୃହରେ ଥିବା ୪୪ … Read More

ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ … Read More