କ୍ୟାପିଟାଲ ଥାନାର ୬ କର୍ମଚାରୀ କରୋନା ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ କ୍ୟାପିଟାଲ୍‌ ଥାନାରେ ପୁଣି ୬ ଜଣ ପୁଲିସ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଫଳରେ ଥାନାକୁ ସାନିଟାଇଜ୍‌ କରିବା … Read More

ଚିତ୍ରକୋଣ୍ଡା ଥାନାର ୬ ଜଣ ପୁଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

ଚିତ୍ରକୋଣ୍ଡା, (ଓଡିଶା ଟାଇମ୍) : କରୋନା ଯୋଦ୍ଧା ସଂକ୍ରମିତ । ଚିତ୍ରକୋଣ୍ଡା ଥାନାର ୬ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ପରେ ଚିତ୍ରକୋଣ୍ଡା ଥାନା ସହ ଚିତ୍ରକୋଣ୍ଡା ଦୈନିକ ବଜାର ଓ ଚିତ୍ରକୋଣ୍ଡା … Read More

କଟକ ସହରରୁ ଆଉ ୪୧ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ବଢିବାରେ ଲାଗିଛି। ଏ ହାରି ମଧ୍ୟରେ ଆଜି କଟକ ସହରରୁ ଆଉ ୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ୩୯ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨ଜଣ … Read More

କଟକ ସହରରୁ ଆଜି ୩୫ ପଜିଟିଭ ଚିହ୍ନଟ

କଟକ, (ଓଡିଶା ଟାଇମ୍) : ଆଜି କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଟକ ସହରର ୩୫ଜଣ ହୋଇଥିବା ସୂଚନା ମିଳିଛି । ଚିହ୍ନଟ ହୋଇଥିବା ୩୫ଜଣଙ୍କ ମଧ୍ୟରୁ ସରକାରୀ କ୍ୱାରେଣ୍ଟିନରୁ ୬, ହୋମ କ୍ୱାରେଣ୍ଟିନରୁ ୨୬ … Read More

ବିଧାନସଭାର ୫ କର୍ମଚାରୀଙ୍କ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ବିଧାନସଭାର ୫  ଜଣ କର୍ମଚାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ୩ ଦିନ ତଳେ ସେମାନଙ୍କ ନମୁନା ସଂଗ୍ରହ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଆଜି ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟ … Read More

ଭୁବନେଶ୍ୱରରୁ ଆଜି ୧୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ୧୨୬୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୬ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୧୨୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ … Read More

ରାଜ୍ୟରେ ସର୍ବାଧିକ ୧୨୬୪ କରୋନା ସଂକ୍ରମିତ ଚିହ୍ନଟ

Oronaଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ରାଜଧାନୀରୁ ଆଉ ୨୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଭୁବନେଶ୍ୱରରୁ ଆଉ ୨୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ … Read More

ମଲ୍ଟିନ୍ୟାସନାଲ୍ କମ୍ପାନୀର ୨୮୮ କର୍ମଚାରୀ କରୋନା ପଜିଟିଭ୍

ହରିଦ୍ଵାର, (ଓଡିଶା ଟାଇମ୍) :ଏକ ମଲ୍ଟିନ୍ୟାସନାଲ କମ୍ପାନୀର ୨୮୮ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କର୍ମଚାରୀ ଅଲଗା ଅଲଗା ଅଞ୍ଚଳରେ ରୁହନ୍ତି | ପଜିଟିଭ୍ ଚିହ୍ନଟ ହୋଇଥିବା ସଂକ୍ରମିତ ସାଧାରଣ ଲୋକଙ୍କ ସମ୍ପର୍କରେ ମଧ୍ୟ ଆସିଛନ୍ତି । … Read More

ଭୁବନେଶ୍ଵରରେ ବସ୍ତି ପାଇଁ ବେଶୀ ଟେନସନ୍ !

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ଵରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଗତ ୨ ଦିନ ହେଲା ଏଠାରୁ ଦୈନିକ ୧୦୦ରୁ ଅଧିକ ପଜିଟିଭ୍ ବାହାରୁଛନ୍ତି । ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୫୦ ଉପରେ … Read More