କ୍ୟାପିଟାଲ ହସ୍ପିଟାଲରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ଯରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ ।  ଏହା ମାରାତ୍ମକ ରୂପ ନେଉଛି । ଆଚାର୍ଯ୍ୟ ହରିହର କର୍କଟ ଗବେଷଣା କେନ୍ଦ୍ର, ଏସ୍‌ସିବି, ଏମ୍‌ସ ପରେ ଏବେ ପୁଣି କ୍ୟାପିଟାଲ ହସ୍ପିଟାଲରୁ କରୋନା ପଜିଟିଭ୍ … Read More

କଟକ ସହରରୁ ବାହାରିଲେ ଆଉ ୭୪ କରୋନା ଆକ୍ରାନ୍ତ

କଟକ, (ଓଡିଶା ଟାଇମ୍) : କଟକରେ କାୟା ମେଲାଇବାରେ ଲାଗିଛି କରୋନା ଭାଇରସ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରବିବାର ଦିନ ରାଜ୍ୟରେ ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତାହା ମଧ୍ୟରୁ … Read More

ଲକ୍ଷଣ ଲୁଚାଇଲେ ଚିରଦିନ ପାଇଁ ଆପଣ ଲୁଚିଯିବାର ଆଶଙ୍କା ରହିଛି: ବାଗଚୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ଅପଡେଟ ନେଇ ମୁଖପାତ୍ର ସୁବ୍ରତ ବାଗଚୀ ଲୋକଙ୍କୁ ସୂଚନା ଦେବା ବେଳେ ଆମେରିକାର ଉଦାହରଣ ଦେଇ ସତର୍କ କରାଇଲେ। ଆମେରିକାରେ ଗୋଟିଏ ଦିନରେ ୫୨ ହଜାର ଲୋକ ଆକ୍ରାନ୍ତ ହୋଇଛନ୍ତି, ଆମେ ଯଦି ସତର୍କ … Read More

୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୦,୯୦୩ ନୂଆ ଆକ୍ରାନ୍ତ, ୩୭୯ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୨୫ ହଜାର ୫୪୪ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ଜଣ ରାଜଧାନୀ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୧୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪ ଓ ସ୍ଥାନୀୟ ଅଞ୍ଚଳରୁ ୮ଜଣ କରୋନା … Read More

କଟକରୁ ଆଜି ୭ କରୋନା ପଜିଟିଭ୍ ଚିହ୍ନଟ, ୬ ଜଣଙ୍କର କ୍ୟାନସର ହସ୍ପିଟାଲ ଲିଙ୍କ୍

କଟକ, (ଓଡିଶା ଟାଇମ୍) : କଟକରୁ ଆଜି ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୬ ଆକ୍ରାନ୍ତ କ୍ୟାନସର ହସ୍ପିଟାଲର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଡାକ୍ତର, ନର୍ସ ଓ ଆଟେଣ୍ଡାଣ୍ଟ ମଧ୍ୟ … Read More

ଦେଶରେ ୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଭାଇରସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ରୋଗୀଙ୍କ ସଂଖ୍ୟା ଏତେ ମାତ୍ରାରେ ବୃଦ୍ଧି ପାଇଛି ଯେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ … Read More

ରାଜ୍ୟରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ରାଜ୍ୟରେ ଆଉ ୨୧୦ କରୋନା ସଂକ୍ରମିତ ଚିହ୍ନଟ, ୫୯୬୨ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ଯା । ରାଜ୍ୟରେ ଆଜି ଆଉ ୨୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା … Read More

ଭୁବନେଶ୍ୱରରୁ ଆଜି ୨କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଦୁଇ ଜଣଙ୍କ ମଧ୍ୟରୁ ଜଣେ ସାଙ୍ଗରୋଧ କେନ୍ଦ୍ରର ଓ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର … Read More