ଦେଶରେ ପ୍ରଥମ: ଆଜି ଲଞ୍ଚ କରିବ କରୋନାର ଆୟୁର୍ବେଦିକ ଔଷଧ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ସାରା ବିଶ୍ବରେ ମହାମାରୀ ରୂପେ ବିନାଶ ସୃଷ୍ଟି କରୁଥିବା କରୋନା ଭାଇରସ୍ ର ଚିକିତ୍ସା ପାଇଁ ବିଶ୍ବବ୍ୟାପୀ ପ୍ରୟାସ ଜାରି ରହିଛି । କିନ୍ତୁ ଏହି ସମୟ ମଧ୍ୟରେ ବାବା ରାମଦେବଙ୍କ ପ୍ରତିଷ୍ଠାନ ପତଞ୍ଜଳି ମଙ୍ଗଳବାର … Read More

ରାଜ୍ୟରେ ଆଉ ୧୬୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୭୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଶ୍ରୀମନ୍ଦିରର ଜଣେ ସେବାୟତ କରୋନାରେ ଆକ୍ରାନ୍ତ

ପୁରୀ, (ଓଡିଶା ଟାଇମ୍) : ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ୧୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା । ତେବେ ଜଣଙ୍କୁ ଛାଡ଼ି … Read More

ଦେଶରେ ୪ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା,୨୪ ଘଣ୍ଟାରେ ୩୦୬ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଆଜି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୧୦ ହଜାର ୪୬୧କୁ ବୃଦ୍ଧି ହୋଇଛି । ଏଥିସହ ୨୪ ଘଣ୍ଟାରେ ଦେଶରେ ୩୦୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫,୪୧୩ ଜଣ ନୂତନ ଆକ୍ରାନ୍ତ … Read More

ଗଞ୍ଜାମରୁ ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲ୍ଲାରେ ଗତକାଲି ଆଉ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଟିଟ୍ କରି ସୂଚନା ଦେଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା … Read More

ଭାରତରେ ୧୨ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୨ ହଜାର ଅତିକ୍ରମ କରିଛି। ଗତ ମଙ୍ଗଳବାର ଗୋଟିଏ ଦିନରେ ୨୦୦୩ ରୋଗୀଙ୍କ ମୃତ୍ୟୁ ଘଟିବା ପରେ … Read More

ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ବରରେ ପୁଣି ୧୭ କରୋନା ସଂକ୍ରମିତ ଚିହ୍ନଟ। ଏହା ପୂର୍ବରୁ ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୫୫ରେ ପହଞ୍ଚିଛି । … Read More

ପୁରୀରେ ଜଣେ ଆଇନଜୀବୀ ଓ ମୋହରୀ କରୋନା ପଜିଟିଭ

ପୁରୀ, (ଓଡିଶା ଟାଇମ୍) : ପୁରୀରୁ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଓକିଲ ଓ ଜଣେ ମୋହରୀର ଅଛନ୍ତି । ସେମାନଙ୍କ ସ୍ବାବ ରିପୋର୍ଟ ପଜିଟିଭ ଆସିବା ପରେ ଜୁଡିସିଆରି କୋର୍ଟ , କଲେକ୍ଟୋରିଏଟ୍ , … Read More

ତାମିଲନାଡୁରେ ବିଗିଡିଲା ସ୍ଥିତି, ପୁଣି ହେବ ଲକ୍‌ଡାଉନ୍‌

ତାମିଲନାଡୁ, (ଓଡିଶା ଟାଇମ୍) : ଦେଶରେ ହୁ ହୁ ହୋଇ କରୋନା ସଂକ୍ରମଣଙ୍କ ସଂଖ୍ୟା  ବଢୁଛି । ତାମିଲନାଡୁ ସହ ଚେନାଇ ସମେତ ଅନେକ ସହରରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚାରୋଟି … Read More

ଭୁବନେଶ୍ୱରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ଆକ୍ରାନ୍ତ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ୫ଜଣଙ୍କ ମଧ୍ୟରୁ ଘରୋଇ ସଙ୍ଗରୋଧରୁ ୩ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨ଜଣ କରୋନା … Read More