ସ୍ୱାସ୍ଥ୍ୟ ବିଭାଗର କ୍ଷୟକ୍ଷତି ଆକଳନ କରିବେ ଆର୍ନ୍ତଜାତୀୟ ପ୍ରତିନିଧିଦଳ
ଭୁବନେଶ୍ୱର, (ଓଟି):ବାତ୍ୟା କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଓଡିଶା ଗସ୍ତରେ ଆସିଥିବା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ, ବିଶ୍ୱବ୍ୟାଙ୍କ୍ ଓ ୟୁନିସେଫ୍ ପ୍ରତିନିଧିଦ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ସହିତ ଆଲୋଚନା … Read More