ଦଶାହରେ ପ୍ରବୀରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନାରେ ମୃତ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଦଶାହ ଅବସରରେ ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ା ଏଥିସହ ଶୁକ୍ରବାର କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ବରିଷ୍ଠ ସାମ୍ବାଦିକ … Read More