ଆଜି ଉତ୍ତରାଖଣ୍ଡରେ ୬ଟି ବଡ଼ ପ୍ରକଳ୍ପକୁ ଉଦ୍ଘାଟନ କରିବେ ମୋଦୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡି ଓ କନଫରେନ୍ସିଂ ମାଧ୍ୟମରେ ନମାମି ଗଙ୍ଗେ ମିଶନ୍ ଅଧୀନରେ ଉତ୍ତରାଖଣ୍ଡରେ ୬ଟି ବଡ଼ ପ୍ରକଳ୍ପକୁ ଉଦ୍ଘାଟନ କରିବେ। ସେହି ପ୍ରକଳ୍ପ ମଧ୍ୟରେ ଦୈନିକ ୬୮ ନିୟୁତ ଲିଟର ନର୍ଦ୍ଦମା ଜଳ … Read More