ବିଜେଡିରୁ କୁସୁମ ଟେଟେ-ପ୍ରମୋଦ ପଟ୍ଟନାୟକଙ୍କ ଇସ୍ତଫା
ବିଜେଡିରୁ କୁସୁମ ଟେଟେ ଇସ୍ତଫା ଦେଇଥିବା ଜଣାଯାଇଛି।ସେ ପ୍ରାର୍ଥୀ ଚୟନରେ ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଘୋଷଣା ଦେଇଥିବା କହିଛନ୍ତି। ନିଜର ଇସ୍ତଫା ଘୋଷଣା ବେଳେ କୁସୁମ କାନ୍ଦି କାନ୍ଦି କହିଛନ୍ତି ଯେ ତାଙ୍କୁ ଦଳ ୫ ବର୍ଷ ଚାକର ଭଳି … Read More