ଆଜିଠୁ ଜଗା ଦର୍ଶନ କରିବେ ସାଧାରଣ ଭକ୍ତ

ପୁରୀ, (ଓଡିଶା ଟାଇମ୍) : ଆଜିଠୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ମାର୍କେଟ୍ ଛକ ଠାରୁ ସ୍ବତନ୍ତ୍ର ବ୍ୟାରିକେଡ୍ ଯୋଗେ ସିଂହଦ୍ବାରକୁ ଆସିବା ପରେ ଭକ୍ତମାନଙ୍କ ଫଟୋ ଉଠାଯିବା ସହ ହାତ ସାନିଟାଇଜ୍ କରି ଶ୍ରୀମନ୍ଦିରରେ ପ୍ରବେଶ କରିବାର … Read More

ବିଏମସି କାର୍ଯ୍ୟାଳୟରେ ଜନସାଧାରଣ ପ୍ରବେଶ ଉପରେ ଜାରି ହେଲା କଟକଣା

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଏମ୍‌ସି କାର୍ଯ୍ୟାଳୟରେ ଲୋକଙ୍କ ପ୍ରବେଶ ଉପରେ କଟକଣା। ବିଏମ୍‌ସି ପକ୍ଷରୁ ଲଗାଗଲା କଟକଣା। ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧିକୁ ଦେଖି ବିଏମ୍‌ସିର ନିଷ୍ପତ୍ତି। ଆଜିଠୁ କଡାକଡି ହେବ ଏନ୍‌ଫୋର୍ସମେଣ୍ଟ। ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା … Read More