ରଥଯାତ୍ରା ବିବାଦ ଏବେବି ଅଦାଲତରେ, ସୁପ୍ରିମକୋର୍ଟରେ ୫ ମାମଲା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଚଳିତ ବର୍ଷ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବନ୍ଦ ରଖିବା ପାଇଁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେବା ପରେ ଏହି ଆଦେଶର ପୁନର୍ବିଚାର ତଥା ସଂଶୋଧନ ପାଇଁ ଶୁକ୍ରାବର ପାଞ୍ଚଟି ପିଟିସନ୍‌ ରୁଜୁ ହୋଇଛି । ପ୍ରଥମ ପିଟିସନ୍‌ଟି … Read More

ସନ୍ଧ୍ୟାରେ ପୁଣି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହେବା ପରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିବ । ଛତିଶାନିଯୋଗ କର୍ମକର୍ତ୍ତାଙ୍କ ସହ … Read More

ରଥ ଯାତ୍ରା ନିଷେଧ, ଅନୁମତି ଦେଲେ ଭଗବାନ କ୍ଷମା କରିବେ ନାହିଁ- ସୁପ୍ରିମକୋର୍ଟ

ପୁରୀ, (ଓଡିଶା ଟାଇମ୍) : କରୋନାଭାଇରସ୍ ଆକ୍ରାନ୍ତକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ପୁରୀ ରଥ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଅଦାଲତ କହିଛନ୍ତି ଯେ ଜନସାଧାରଣଙ୍କ ସ୍ୱାର୍ଥ ଏବଂ ନିରାପତ୍ତାକୁ ଦୃଷ୍ଟିରେ ରଖି ଆମେ ଚଳିତ ବର୍ଷ ରଥ ଯାତ୍ରାକୁ ଅନୁମତି … Read More

ପୁରୀରେ ଜଣେ ଆଇନଜୀବୀ ଓ ମୋହରୀ କରୋନା ପଜିଟିଭ

ପୁରୀ, (ଓଡିଶା ଟାଇମ୍) : ପୁରୀରୁ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଓକିଲ ଓ ଜଣେ ମୋହରୀର ଅଛନ୍ତି । ସେମାନଙ୍କ ସ୍ବାବ ରିପୋର୍ଟ ପଜିଟିଭ ଆସିବା ପରେ ଜୁଡିସିଆରି କୋର୍ଟ , କଲେକ୍ଟୋରିଏଟ୍ , … Read More

ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟରେ ପହଁଞ୍ଚିଲା ମାମଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରଥଯାତ୍ରା ବନ୍ଦ କରିବା ପାଇଁ ସୁପ୍ରିମକୋର୍ଟରେ ମାମଲା । ବର୍ତ୍ତମାନର ଆପାତକାଳୀନ ସ୍ଥିତିରେ ରଥଯାତ୍ରା କରାଇବା ଉଚିତ ହେବ ନାହିଁ, ତେଣୁ ନ୍ୟାୟାଳୟ ଏଥିରେ ହସ୍ତକ୍ଷେପ କରନ୍ତୁ । ଏଭଳି ଆବେଦନ କରି ସର୍ବୋଚ୍ଚ ନ୍ୟାୟାଳୟଙ୍କ … Read More

ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେଉ:ଶଙ୍କରାଚାର୍ଯ୍ୟ

ଭୁବନେଶ୍ବର , (ଓଡିଶା ଟାଇମ୍) : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ରଥଯାତ୍ରା ପାଳନ ହେବା ଆବଶ୍ୟକ। ଟିଭି ମାଧ୍ୟମରେ ଭକ୍ତ ରଥଯାତ୍ରା ଦେଖିବାର ମଧ୍ୟ ସୁଯୋଗ ରହିଛି ବୋଲି ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି। ନିର୍ଣ୍ଣାୟକ ମତ ଦେଇ … Read More

ରଥଯାତ୍ରାବେଳେ ବୟନିକା ମାସ୍କ ପିନ୍ଧିବେ ସେବାୟତ

ପୁରୀ, (ଓଡିଶା ଟାଇମ୍) : ବିଶ୍ବ ପ୍ରସିଦ୍ଧ ରଥଯାତ୍ରାକୁ ନେଇ ଲାଗି ରହିଛି ଆଶା-ଆସଙ୍କା । ମହାବାହୁଙ୍କୁ ଟିକେ ଦେଖିବାକୁ ଭକ୍ତ ଆକୁଳ ଆଶା ବାନ୍ଧି ରଖିଥିବା ବେଳେ କୋରୋନା ପାଇଁ ଆଶଙ୍କା ଭିତରେ ରହିଛନ୍ତି ସରକାର ଓ ଶ୍ରୀମନ୍ଦିନ ପ୍ରଶାସନ … Read More

ପୁରୀରେ ରଥ ନିର୍ମାଣ ଚୂଡାନ୍ତ ପର୍ଯ୍ୟାୟରେ : ରଙ୍ଗ ଓ ସିଲାଇ କାମ ଜୋରଦାର

ଭୁବନେଶ୍ଵର, (ଓଡିଶା ଟାଇମ୍) : କରୋନା ସଙ୍କଟ ଭିତରେ ଏଥର ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ଯେଉଁ ଅନିଶ୍ଚିତତା ଲାଗି ରହିଥିଲା ତାକୁନେଇ ଏବେ ରାସ୍ତା ସଫା ହେବାରେ ଲାଗିଛି। ଶ୍ରୀମନ୍ଦିର ପ୍ରଶାସନ ଆଜି ମହାନାୟକ, ପୂଜାପଣ୍ଡା ଏବଂ … Read More

ଶ୍ରୀମନ୍ଦିର ସେବାୟତଙ୍କୁ ଦ୍ୱିତୀୟ କିସ୍ତି ସହାୟତା, ମାଗଣା ମାସ୍କ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): କରୋନା ମହାମାରୀ  ସମୟରେ ପୁରୀ ଶ୍ରୀମନ୍ଦିରର ସମସ୍ତ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ ଲାଗି ଯେଉଁ ଉଦ୍ୟମ ଶ୍ରୀମନ୍ଦିର ପ୍ରଶାସନ ଗ୍ରହଣ କରିଛି ତାହା  ଆଗକୁ ଜାରି ରହିବା ସମ୍ଭାବନା ସୃଷ୍ଟି ହୋଇଛି। ଏହିକ୍ରମରେ ଶ୍ରୀମନ୍ଦିର ପ୍ରଶାସନ  … Read More

କରୋନା ଭାଇରସ୍: ସେବାୟତଙ୍କୁ ଦିଆଯିବ ହୋମିଓପାଥିକ ଔଷଧ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ହୋମିଓପାଥି ଔଷଧ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଆସନ୍ତାକାଲିଠାରୁ ନୀଳାଦ୍ରି ଭକ୍ତ ନିବାସରେ ଆୟୋଜିତ ଏକ ଶିବିର … Read More