ଆହୁରି ୪ ଦିନ କାଳବୈଶାଖୀ ! ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆହୁରି ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା । ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି । ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । … Read More

ଆଜି ୧୯ ଜିଲ୍ଲାରେ ଘଡଘଡି ଓ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗୁରୁବାର ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଭଳି ପୂର୍ବାନୁମାନ କରିଛନ୍ତି ପାଣିପାଗବିତ୍ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, … Read More

୩୧ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର, (ଓଡିଶା ଟାଇମ୍) :ନଭେମ୍ବର ୧ ତାରିଖରୁ ଉତ୍ତର ଓଡ଼ିଶାରେ ଏବଂ ୩ରେ ଉପକୂଳରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି। ଗୁରୁବାର ସନ୍ଧ୍ୟା ୭ଟା ବେଳକୁ ମିଆମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଦକ୍ଷିଣ ଚୀନ୍‌ ସାଗରରେ … Read More

ଓଡ଼ିଶା ସମେତ ସମଗ୍ର ଦେଶରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡ଼ିଶା ସମେତ ସାରା ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବୁଧବାର ସମ୍ପୂର୍ଣ୍ଣ ବିଦାୟ ନେଇଛି। ଭୁବନେଶ୍ଵର ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ବିଦାୟ ନେବାର … Read More

ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତଠାରୁ ଅଧିକ ଘନୀଭୂତ ହେଲାନି । ଏହା ଶୁକ୍ରବାର ମଧ୍ୟାହ୍ନରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ସୀମାନ୍ତ ଉପକୂଳରେ ସ୍ଥଳଭାଗରେ ପ୍ରବେଶ କରିଥିଲା। ଏପଟେ ଓଡ଼ିଶାରେ ବର୍ଷା କମିଛି। ପ୍ରାୟତଃ ପାଗ ଶୁଖିଲା … Read More

୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ ଲଘୁଚାପ : ୪୮ଘଣ୍ଟା ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସର ଏବେ ଅବପାତରେ ପରିଣତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେଇପାରେ । ଏହା ଉତ୍ତର- ଉତ୍ତରପୂର୍ବ ଦିଗରେ ଗତି କରି ଓଡିଶା … Read More

ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) : କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି। … Read More

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ, ଆଜିଠୁ ୫ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣରୁ ଉପକୂଳ ପ୍ରବଳ ବର୍ଷିବ। ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଆଜି … Read More

୪ଦିନ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି

ଭୁବନେଶ୍ବର, (ଓଡିଶା ଟାଇମ୍) : ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, … Read More

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ରୁ ୨୧ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୧୯ ତାରିଖ ବେଳକୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା । ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ … Read More