ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା !

ଭୁବନେଶ୍ବର, (ଓଡିଶା ଟାଇମ୍) : ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । … Read More