ଆଜି ଉପକୂଳରେ ବର୍ଷା, ୧୭ରୁ ଦକ୍ଷିଣ ଓଡିଶାରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇଛି । କେତେକ ଜାଗାରେ ଅତି ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷାରେ ବଂଶଧାରା ଉଛୁଳିଛି । କାଶିନଗରରେ ବିପଦ ସଙ୍କେତ ଉପରେ … Read More

ଲଗାଣ ବର୍ଷାରେ ବେହାଲ ହାଇଦ୍ରାବାଦ

ହାଇଦ୍ରାବାଦ, (ଓଡିଶା ଟାଇମ୍) : ହାଇଦ୍ରାବାଦରେ ମଙ୍ଗଳବାର ଲଗାଣ ବର୍ଷା ଯୋଗୁ ରାସ୍ତା ଜଳମଗ୍ନ ହୋଇଛି। ଏହା ଦ୍ବାରା ସାଧାରଣ ଜୀବନ ପ୍ରଭାବିତ ହୋଇଛି। ବର୍ଷା ଯୋଗୁଁ ଘର ତଥା ହସପିଟାଲରେ ପାଣି ପଶିଯାଇଛି। ଏହା ସହ କ୍ଷେତରେ ପାଣି ପଶିଯିବାରୁ … Read More

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆନ୍ଧ୍ରପ୍ରଦେଶ କାକିନାଡ଼ା ଅତିକ୍ରମ କରିବା ପରେ ମଧ୍ୟ ଡିପ୍ରେସନ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ।ଡିପ୍ରେସନ ଏବେ ସ୍ଥଳଭାଗରେ ତେଲେଙ୍ଗାନା ଉପରେ କେନ୍ଦ୍ରୀଭୂତ ହୋଇଥିଲେ ମଧ୍ୟ … Read More

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ

ଭୁବନେଶ୍ବର, (ଓଡିଶା ଟାଇମ୍) : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇସାରିଛି। ନବରଙ୍ଗପୁର ଓ ଗଜପତି ଜିଲାରେ ପ୍ରବଳ ବର୍ଷା କାରଣରୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଗଜପତିର … Read More

ଅବପାତର ରୂପ ନେଲା ଲଘୁଚାପ, ୩ ଦିନ ଯାଏଁ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ବଳୟ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ଏବେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି … Read More

ଘନୀଭୂତ ହେଉଛି ଲଘୁଚାପ, ତିନିଦିନ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି। ଆସନ୍ତା ୨୪ଘଣ୍ଟାରେ ଅବପାତରେ ପରିଣତ ହେବ । … Read More

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ : ଆଜି ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆଜି ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘନୀଭୂତ ହୋଇ ଅବପାତର ରୂପନେବ । ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ … Read More

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୧୧ ତାରିଖରୁ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ପୁଣି ଆଉ ଗୋଟିଏ ଦାନା ବାନ୍ଧୁଛି। ଆସନ୍ତା ୯ ତାରିଖବେଳକୁ ଲଘୁଚାପ ରୂପ ନେବ। ଏହା ପରେ ତୃତୀୟ ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି। ସମ୍ଭାବ୍ୟ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ … Read More

ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ୱଳ୍ପ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶା ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ କମିଯାଇଛି। ତେବେ ଦକ୍ଷିଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଥିବାରୁ ମୌସୁମି ଟ୍ରଫ ଲାଇନ ଏବେ ସକ୍ରିୟ … Read More

ବର୍ଷା ଆଉ ୨ଦିନ : ୯ରେ ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ବର, (ଓଡିଶା ଟାଇମ୍) : ଦକ୍ଷିଣ ପଶ୍ଚିମ ମୌସୁମି ଫେରିଯିବାର ସମୟ ଉପନୀତ ହୋଇଥିଲେ ମଧ୍ୟ ଏବେ ଓଡ଼ିଶାରେ ପାଣିପାଗର ପରିବର୍ତ୍ତନ ସହିତ ବଙ୍ଗୋପସାଗରରେ ଘନ ଘନ ଲଘୁଚାପ ଯୋଗୁଁ ମୌସୁମି ସକ୍ରିୟ ରହିଛି। ଏହାଫଳରେ ରାଜ୍ୟରେ ବର୍ଷା ଲାଗିରହିଛି। ଏଥିଯୋଗୁଁ … Read More