ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଢେଙ୍କାନାଳ,ମାଲକାନଗିରି, ନବରଙ୍ଗପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର … Read More