ଆଗାମୀ ୪ଦିନ ଲାଗିରହିବ ବର୍ଷା
ଭୁବନେଶ୍ଵର, (ଓଡିଶା ଟାଇମ୍) : ଉତ୍ତରପୂର୍ବ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ଥିବାରୁ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ମୌସୁମି ସକ୍ରିୟ ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ପାରାଦ୍ବୀପରେ ସର୍ବାଧିକ ୫୩ ମିମି ବର୍ଷା ହୋଇଛି। … Read More