କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ପରଲୋକ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ୭୪ ବର୍ଷ ବୟସରେ ସେ ନିଶ୍ବାସ ତ୍ୟାଗ କରିଛନ୍ତି। ଏ ସଂପର୍କରେ ତାଙ୍କ ପୁଅ ଚିରାଗ ପାଶ୍ୱାନ ଟ୍ବିଟ୍ କରି ସୂଚନା ଦେଇଛନ୍ତି। … Read More