ଆଜି ଫେବୃୟାରୀ ୧୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ସ୍ୱଗୃହୀ ମଙ୍ଗଳ ହେତୁ ସ୍ୱାସ୍ଥ୍ୟ ଭଲ ରହିବ ଏବଂ ପ୍ରତ୍ୟେକ କ୍ଷେତ୍ରରେ ସାହାସିକ ପଦକ୍ଷେପରୁ କୃତକାର୍ଯ୍ୟ ହେବେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଏବଂ କୌଣସି କାମ ଅଟକିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ … Read More

ଆଜି ଫେବୃୟାରୀ ୧୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ବୁଧ ଦୃଷ୍ଟି ଚନ୍ଦ୍ରଙ୍କ ଯୋଗୁ ପ୍ରତ୍ୟେକ କାର୍ଯ୍ୟର ପ୍ରାଥମିକ ସ୍ତରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । ଶୁଭ କାର୍ଯ୍ୟରେ ସହଯୋଗ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ । ଚାଷୀ- କୌଣସି … Read More

ଆଜି ଫେବୃୟାରୀ ୧୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ନିକଟ ସମ୍ପର୍କୀୟଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ । ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ । … Read More

ଆଜି ଫେବୃୟାରୀ ୧୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ସ୍ମରଣୀୟ ମନେ ହେବ । ସାମଜିକି ସ୍ତରରେ ଏକାଧାରରେ ଅର୍ଥ, ସମ୍ମାନ, ଉପଢୈାକନ, ସମ୍ବର୍ନ୍ଧନା ପାଇବାର ଯୋଗ ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ । ଚାଷୀ- ମାଟିରେ … Read More

ଆଜି ଫେବୃୟାରୀ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଦ୍ୱିଜା ନକ୍ଷତ୍ର ଆଜି କେବଳ କଅଁଳିଆ କଥା କହି ପରକୁ ଆପଣାର କରିପାରିବେ । ଟଙ୍କା, ପଇସାର ଅଭାବ ରହିବ ନାହିଁ କିନ୍ତି ବନ୍ଧୁମାନଙ୍କ ଖାପଛଡା କଥା ମନକୁ ବାଧିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ … Read More

ଆଜି ଫେବୃୟାରୀ ୦୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ କର୍ମସ୍ଥ ରଜଯୋଗର ସୁପ୍ରଭାବରେ ଆପଣ କଳ୍ପନା କରି ନ ଥିବା ମର୍ଯ୍ୟାଦାଜନକ ସ୍ଥିତିରେ ପହଞ୍ଚିଯିବେ । ଈର୍ଷାପରାୟଣ ହେଲେ ଆତ୍ମୀୟମାନେ ଦୂରେଇ ଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ । ଚାଷୀ- ଚାଷ କାର୍ଯ୍ୟରେ … Read More

ଆଜି ଫେବୃୟାରୀ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା,ଆଦର ପାଇ ମନର ଦୁଃଖକୁ ମନେପକାଇ ପାରିବେ ନାହିଁ । । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ । ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ । … Read More

ଆଜି ଫେବୃୟାରୀ ୦୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ – କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି । ଆର୍ଥିକ ସ୍ୱଚ୍ଛଳତା ରହିଥିଲେ ମଧ୍ୟ ପଋଳଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ । … Read More

ଆଜି ଫେବୃୟାରୀ ୦୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଳ୍ଳ୍ ଓ ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ … Read More

ଆଜି ଫେବୃୟାରୀ ୦୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନନ୍ତି ଦେଖା ଦେବ । ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ । … Read More