ଲଘୁଚାପ ପ୍ରଭାବରେ ବର୍ଷା : ପଶ୍ଚିମ ଓଡିଶାର ୭ ଜିଲ୍ଲା ପାଇଁ ରେଡ୍ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ବର, (ଓଡିଶା ଟାଇମ୍) :ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୭ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ … Read More