ପାର୍ବଣର ଶୁଭ ଅବସରରେ ରିଲାଏନ୍ସ ଜୁଏଲ୍ସର ‘ଉତ୍କଳ କଲେକ୍ସନ’

ଭୁବନେଶ୍ବର, (ଓଡିଶା ଟାଇମ୍ ) :ରିଲାଏନ୍ସ ଜୁଏଲ୍ସ, ଭାରତର ସବୁଠାରୁ ବିଶ୍ୱସନୀୟ ଜୁଏଲାରୀ ବ୍ରାଣ୍ଡ୍ ପାର୍ବଣ ଅବସରରେ ଏହାର ସ୍ୱତନ୍ତ୍ର ଜୁଏଲାରୀ ସମ୍ଭାର ‘ଉତ୍କଳ’ ର ଶୁଭାରମ୍ଭ କରିଛି । ଏହି ସ୍ୱତନ୍ତ୍ର କଲେକ୍ସନ ବା ସମ୍ଭାର ଓଡ଼ିଶାର କଳା, ପରମ୍ପରା … Read More