ଆସନ୍ତାକାଲିଠାରୁ ରାଜ୍ୟରେ ଗଡିବ ଘରୋଇ ବସ୍

ଭୁବନେଶ୍ୱର,(ଓଡଶା ଟାଇମ୍):ଆସନ୍ତକାଲିଠାରୁ ରାଜ୍ୟବ୍ୟାପୀ ଗଡ଼ିବ ଘରୋଇ ବସ୍ । ବସ ମାଲିକ ସଂଘ ସାଧାରଣ ପରିଷଦ ମିଟିଂରେ ଏହି ନିଷ୍ପତ୍ତି ନିଆଯାଇଥିବା ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁଙ୍କ ସୂଚନା ଦେଇଛନ୍ତି । ପ୍ରଥମ ଦଫାରେ କାଲିଠାରୁ କିଛି କିଛି ବସ୍ … Read More