ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ୍

ସହିଦ ହେମନ୍ତ କରକରେଙ୍କୁ ନେଇ ବିବାଦୀୟ ବୟାନ ଦେବା ପରେ ବିଜେପିର ଭୋପାଲ ଲୋକସଭା ପ୍ରାର୍ଥୀ ସାଧ୍ୱୀ ପ୍ରଜ୍ଞାଙ୍କୁ ନୋଟିସ ପଠାଇଛି ନିର୍ବାଚନ କମିଶନ। ୨୪ ଘଣ୍ଟା ମଧ୍ୟରେ ସାଧ୍ୱୀ ନିର୍ବାଚନ କମିଶନ ପଠାଇଥିବା ନୋଟିସର ଜବାବ ପଠାଇବେ ବୋଲି ନିର୍ଦ୍ଦେଶ … Read More

କଂଗ୍ରେସକୁ ପାଇଁ ମହଙ୍ଗା ପଡ଼ିବେ ସାଧ୍ୱୀ ପ୍ରଜ୍ଞା: ମୋଦୀ

ମାଲେଗାଁଓ ବିସ୍ଫୋରଣ ଘଟଣାର ଅଭିଯୁକ୍ତ ସାଧ୍ୱୀ ପ୍ରଜ୍ଞାଙ୍କୁ ବିଜେପି ଭୋପାଳ ଲୋକସଭା ଆସନରୁ ପ୍ରାର୍ଥୀ କରିବା ନେଇ ବିରୋଧୀଙ୍କ ପ୍ରଶ୍ନର ଜବାବ ରଖିଛନ୍ତି ପ୍ରଧାନମନ୍ତ୍ରୀ। ଜାତୀୟ ଗଣମାଧ୍ୟମ ଟାଇମ୍ସ ନାଓକୁ ସାକ୍ଷାତକାରରେ ଦେବା ବେଳେ ସେ ବିରେଧୀଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି। … Read More