ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣା, ଜଣେ ଅଭିଯୁକ୍ତ ଅଟକ
କନ୍ଧମାଳ, (ଓଡିଶା ଟାଇମ୍) :କନ୍ଧମାଳରେ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣାରେ ଅଭିଯୁକ୍ତକୁ ଅଟକ ରଖିଛି ପୋଲିସ । ଗତାକାଲି ସଂଧ୍ୟାରେ କନ୍ଧମାଳ ଜ଼ିଲ୍ଲା ସାରଙ୍ଗଡ଼ ଗାଁରେ ପୂର୍ବତନ ସରପଞ୍ଚ ବ୍ରଜରାଜ ବିଷୋୟୀଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ ଦୁର୍ବୃତ୍ତ … Read More