ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ସଟ୍ଡାଉନ୍
ସମ୍ବଲପୁର, (ଓଡିଶା ଟାଇମ୍) : ଆଜିଠୁ ୧୦ ଦିନ ଯାଏ ସମ୍ବଲପୁର ଜିଲ୍ଲାକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଅନୁଯାୟୀ ୨୨ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ୪ଦିନ … Read More