ସମ୍ବିତ ପାତ୍ରଙ୍କ ଜଗନ୍ନାଥଙ୍କ ମୂର୍ତ୍ତି ଧରି ପ୍ରଚାରକୁ କଂଗ୍ରେସର ବିରୋଧ
ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ଧରି ନିର୍ବାଚନ ପ୍ରଚାରକୁ କଂଗ୍ରେସ ବିରୋଧ କରିଛି। ଏ ନେଇ କଂଗ୍ରେସ ପୁରୀ ଲୋକସଭା ଆସନ ପାଇଁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିରୋଧରେ ନିର୍ବାଚନ ଅଧିକାରୀଙ୍କ … Read More