କରୋନା ଭୁତାଣୁ ସହ ଲଢ଼ିବାକୁ ସାନିଟାଇଜର୍ ପ୍ରସ୍ତୁତ କଲେ ସୋଆ ଗବେଷକ
ଭୁବନେଶ୍ୱର, (ଓଡ଼ିଶା ଟାଇମ୍): କରୋନା ମହାମାରୀ ସହ ମାନବଜାତିର ଯୁଦ୍ଧ ଜାରି ରହିଥିବା ବେଳେ ଏହି ଯୁଦ୍ଧରେ ସାମିଲ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ କରୋନା ଭାଇରସ ସହ ଲଢେଇ କରିବା ସହ ଜନସାଧାରଣଙ୍କୁ ସ୍ୱାସ୍ଥ୍ୟଗତ ସୁରକ୍ଷା ଦେବା ନିମନ୍ତେ … Read More