ଶନିବାର ରାଜ୍ୟ ସରକାରୀ ଅଫିସ୍ ଛୁଟି, କାର୍ଯ୍ୟ ଦିବସରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ଅକ୍ଟୋବର ମାସରେ ଭୁବନେଶ୍ବର ଓ କଟକରେ ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଏଥିସହ ପ୍ରତ୍ୟେକ ଶନିବାର ରାଜ୍ୟର ସମସ୍ତ ସରକାରୀ ଅଫିସ୍‌ ଛୁଟି ରହିବ। ଏ ନେଇ ସାଧାରଣ ପ୍ରଶାସନ … Read More