ବଙ୍ଗଳାରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ ହେବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି, ମମତା ସରକାର ଅସୁବିଧାର ସମ୍ମୁଖୀନ ହୋଇପାରେ !

ନିର୍ବାଚନ ପରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମେ ’୨ ତାରିଖରୁ ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିବାପାଇଁ କେନ୍ଦ୍ରକୁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଛନ୍ତି । ରାଜ୍ୟରେ ପ୍ରଶାସନିକ ଅଧିକାରୀଙ୍କୁ ରାଜ୍ୟରେ ସ୍ୱାଭାବିକତା ଆଣିବା ତଥା … Read More