ଆସନ୍ତାକାଲି ଖୋଲିବ ସ୍କୁଲ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିବାକୁ ଯାଉଛି। କୋଭିଡ ଗାଇଡଲାଇନ୍ ଅନୁସାରେ ସ୍କୁଲ ଖୋଲିବେ ସମ୍ପୃକ୍ତ ସ୍କୁଲ କର୍ତ୍ତୃପକ୍ଷ। ଛାତ୍ରଛାତ୍ରୀ, ଅଭିଭାବକ ସମସ୍ତେ ଏସଓପି ମାନିବା ବାଧ୍ୟତାମୂଳକ କରାଯାଇଛି। ତେବେ ସ୍କୁଲ ଖୋଲିବା ପୂର୍ବରୁ ଆରମ୍ଭ … Read More

ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚ ଶିକ୍ଷା ପାଇଁ ସଂରକ୍ଷଣ : କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) : ଏଣିକି ସରକାରୀ ସ୍କୁଲରେ ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟର ଯେକୌଣସି ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯିବ। … Read More

ରାଜ୍ୟରେ କେବେ ଖୋଲିବ ସ୍କୁଲ୍ ? ସୂଚନା ଦେଲେ ମନ୍ତ୍ରୀ‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ୍‌ ଖୋଲିବା ସମ୍ଭାବନା ନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସ୍କୁଲ ଖୋଲିବା ପରେ ଶନି ଓ ରବିବାର ଛୁଟି ବାତିଲ ହେବ ବୋଲି … Read More

ସ୍କୁଲ ଫି ହ୍ରାସ ମାମଲାରେ ସରକାରଙ୍କୁ ଜବାବ ତଲବ

କଟକ, (ଓଡିଶା ଟାଇମ୍) : ଓଡିଶା ହାଇକୋର୍ଟରେ ସ୍କୁଲ ଫି ହ୍ରାସ ମାମଲା । ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରିବାକୁ ଏଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି କମାଇ ହେବ, ତାହା ସତ୍ୟପାଠ ଜରିଆରେ ଜଣାଇବାକୁ … Read More

ସ୍କୁଲ ମିଶ୍ରଣ ନିୟମ ବଦଳାଇଲେ ରାଜ୍ୟ ସରକାର

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ସ୍କୁଲ ମିଶ୍ରଣ ନିଷ୍ପତ୍ତିକୁ ବଦଳାଇଛନ୍ତି ରାଜ୍ୟ ସରକାର।  ସିଡୁଲ୍‌ ଏରିଆରେ ସ୍କୁଲ ନିଷ୍ପତ୍ତି ବଦଳାଇଛନ୍ତି ସକରାର। ଯାହା ଫଳରେ ୨୦ ନୁହେଁ ଏଣିକି ୧୫ରୁ କମ୍ ପିଲା ଥିବା ସ୍କୁଲରେ ମିଶ୍ରଣ ହେବ ବୋଲି … Read More

ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ, ଜାରି ରହିବ ପରୀକ୍ଷା ଓ ମୂଲ୍ୟାୟନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟରେ ସବୁ ସ୍କୁଲ ବନ୍ଦ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି କରାଯାଇଛି। ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ପରେ ବିଦ୍ୟାଳୟ ଓ ଗଣଶିକ୍ଷା … Read More

ନଭେମ୍ବର ମାସରେ ସ୍କୁଲ୍ ଖୋଲିବ ନାହିଁ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଚଳିତ ମାସରେ ସ୍କୁଲ୍ ଖୋଲିବା ନେଇ ଯେଉଁ ନିଷ୍ପତ୍ତି  ନିଆଯାଇଥିଲା, ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏଣୁ ନଭେମ୍ବର ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବ ନାହିଁ। ଚଳିତ ମାସରେ … Read More

ଖୋଲିବ ସ୍କୁଲ: ନବମରୁ ଦ୍ବାଦଶ ଯାଏ ସମ୍ପୂର୍ଣ୍ଣ ପାଠ ପଢା, ଅଭିଭାବକ ରାଜି ନ ହେଲେ ଅନଲାଇନ ବ୍ୟବସ୍ଥା

ଭୁବନେଶ୍ବର, (ଓଡିଶା ଟାଇମ୍) :ଚଳିତ ମାସରେ ରାଜ୍ୟରେ ସ୍କୁଲ ଖୋଲିବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ନବମରୁ ଦ୍ବାଦଶ ଶ୍ରେଣୀ ପାଇଁ ହେବ ସମ୍ପୂର୍ଣ୍ଣ ପାଠପଢା । ପିଲା ସ୍କୁଲକୁ ନଆସିଲେ ଅନ୍‌ଲାଇନ୍‌ରେ … Read More

ଅନ୍‌ଲକ୍-୬.୦ ପାଇଁ ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍ ଜାରି; ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ?

ଭୁବନେଶ୍ବର, (ଓଡିଶା ଟାଇମ୍) :ନଭେମ୍ବର ପାଇଁ ଅନ୍ ଲକ୍ -୬ ଗାଇଡ ଲାଇନ୍ ଜାରି କରଛନ୍ତି ରାଜ୍ୟ ସରକାର । ଏବଂ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ବାଦଶ ଶ୍ରେଣୀ ଯାଏ ସ୍କୁଲ ଖୋଲିବ । ତେବେ ନଭେମ୍ବର … Read More

ଦୀପାବଳୀ ପରେ ଖୋଲିପାରେ ସ୍କୁଲ !

ଭୁବନେଶ୍ବର, (ଓଡିଶା ଟାଇମ୍) :ଦୀପାବଳି ପରେ ସ୍କୁଲ ଖୋଲିବା ନେଇ କଳ୍ପନା ଜଳ୍ପନା ପ୍ରସଙ୍ଗକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି । ଏନେଇ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ସମୀର ଦାଶ କହିଛନ୍ତି, କେବେ … Read More