‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର

କଟକ, (ଓଡିଶା ଟାଇମ୍) :ରାଜ୍ୟରେ ଥିବା ଘରୋଇ ସ୍କୁଲଗୁଡ଼ିକର ଫି’କୁ ରାଜ୍ୟ ସରକାର ନିୟନ୍ତ୍ରଣ କରିପାରିବେ ନାହିଁ। ଏଥିପାଇଁ ସରକାରଙ୍କର କୌଣସି କର୍ତ୍ତୃତ୍ଵ ନାହିଁ ବୋଲି ବୁଧବାର ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସତ୍ୟପାଠ ଦାଖଲ … Read More