ଭୁବନେଶ୍ବରରେ ସେରୋଲଜିକାଲ୍ ସର୍ଭେ ଆରମ୍ଭ
ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ ରାଜଧାନରେରେ ମାଡିଚାଲିଛି କରୋନା ମହାମାରୀ । ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ଏହାରି ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ସେରୋଲଜିକାଲ ପରୀକ୍ଷା … Read More