ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ
ପୁରୀ, (ଓଡିଶା ଟାଇମ୍) : ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ।ହୃଦଘାତରେ ପୁରୀ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି।କରୋନାରେ ପୀଡିତ ହୋଇ ଆଇସୋଲେସନ୍ରେ ଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପୂର୍ବତନ ଶ୍ରୀମନ୍ଦିର ପରିଚାଳନା କମିଟିର … Read More