ଅଜଣା ଯୁବକ ନୀଳଚକ୍ର ଉପରକୁ ଚଢ଼ି ବାନ୍ଧିଲେ ଗାମୁଛା, ଖୋଲି ଆଣିଲେ ମହାପ୍ରଭୁଙ୍କ ବାନା
ଆଜି ପୁରୀ ଶ୍ରୀମନ୍ଦିର ପରିସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସକାଳ ପ୍ରାୟ ୮.୩୦ ସମୟରେ ଜଣେ ବ୍ୟକ୍ତି ମନ୍ଦିର ଉପରକୁ ଚଢ଼ି ମହାପ୍ରଭୁଙ୍କ ବାନା ଖୋଲି ଆଣିଥିବା ଅଭିଯୋଗ ହୋଇଛି। ବ୍ୟକ୍ତି ଜଣକ ସକାଳୁ ସକାଳୁ ନୀଳଚକ୍ର ଉପରକୁ ଚଢ଼ି … Read More