ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କ ଦ୍ୱାରା ଲୋକାର୍ପିତ ହେଲା ବିଶ୍ୱର ସୁଦୀର୍ଘ ଓ ସର୍ବୋଚ୍ଚ ହାଇୱେ ଅଟଳ ଟନେଲ୍‍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କ ଦ୍ୱାରା ଲୋକାର୍ପିତ ହେଲା ଅଟଳ ଟନେଲ୍‍ । ହିମାଚଳପ୍ରଦେଶ ରୋହତାଙ୍ଗରେ ସ୍ୱତନ୍ତ୍ର ଉତ୍ସବରେ ଏହାର ଲୋକାର୍ପଣ ହୋଇଛି। ଏହି ଉତ୍ସବରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ,ମୁଖ୍ୟମନ୍ତ୍ରୀ ଜୟୀରାମ ଠାକୁର, କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର, … Read More