ଅଭିନେତା-ସାଂସଦ ସନି ଦେଓଲଙ୍କୁ କରୋନା
ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ୍ ଅଭିନେତା ତଥା ବିଜେପି ସାଂସଦ ସନ୍ନି ଦେଓଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସନ୍ନି ଦେଓଲ କରୋନା ଆକ୍ରାନ୍ତ ନେଇ ହିମାଚଳ ପ୍ରଦେଶ ସ୍ୱାସ୍ଥ୍ୟ ସଚିବ ଅମିତାଭ ଅବସ୍ତୀ ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା … Read More