ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ୧୩ ଗବେଷକ
ଭୁବନେଶ୍ୱର, ( ଓଡ଼ିଶା ଟାଇମ୍): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୧୩ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି । ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ … Read More