ଶିକ୍ଷା ଓ ଅନୁସନ୍ଧାନ – ବିଶ୍ୱ କଲ୍ୟାଣ ନିମନ୍ତେ ନାଗରିକ ସୃଷ୍ଟି କରିବା ହିଁ ମୂଳ ଲକ୍ଷ୍ୟ
ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ ଶିକ୍ଷା ଓ ଅନୁସନ୍ଧାନ ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟର ଏକ ନମ୍ର ଅୟମାରମ୍ଭ ହୋଇଥିଲା । ଏହି ସମୟ ମଧ୍ୟରେ ସୋଆ ନାମରେ ବେଶ ପରିଚିତ ହୋଇଥିବା ଏହି ଡିମ୍ଡ ବିଶ୍ୱବିଦ୍ୟାଳୟ ଶିକ୍ଷା ଏବଂ ଗବେଷଣା … Read More