ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ । ଆସିବ ୯ଟି ଅଧ୍ୟାଦେଶ ସମେତ ୧୬ଟି ବିଲ୍‌ । କରୋନା କଟକଣା ମଧ୍ୟରେ ଆଜିଠୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ରାଜ୍ୟ ସରକାର ୯ଟି ଅଧ୍ୟାଦେଶ … Read More