ବିଧାନସଭା ଆଗରେ ହାଇଡ୍ରାମା, ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି
ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ବିଧାନସଭା ଆଗରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିଧାନସଭା ବାହାରେ ଜଣେ ଦମ୍ପତି ଦେହରେ ଡିଜେଲ୍ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ। ଦମ୍ପତିଙ୍କ ଘର ନୟାଗଡରେ ବୋଲି ଜଣାପଡିଛି। ତେବେ ଡିଜେଲ୍ ଢାଳି ଆତ୍ମହତ୍ୟା କରିବାକୁ … Read More