ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ଇସ୍ତଫା
ନୀଳଗିରି ବିଧାୟକ ଇଂ. ସୁକାନ୍ତ ନାୟକ ଆଜି ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି । ସୁକାନ୍ତ ନାୟକ ୨୦୧୪ରେ ଗତ ବିଧାନସଭା ନିର୍ବାଚନରେ ବାଲେଶ୍ୱର ଜିଲ୍ଲାର ନୀଳଗିରିରୁ ବିଜେଡି ଟିକେଟରେ ଲଢ଼ି ନିର୍ବାଚିତ ହୋଇଥିଲେ। ଦଳ ପକ୍ଷରୁ ଅଣଦେଖାର ଶିକାର … Read More