କରୋନାକୁ ପରାସ୍ତ କଲେ ୯୨ ବର୍ଷୀୟ ବୟୋଜ୍ୟେଷ୍ଠା, ସମ୍ କୋଭିଡ ହସ୍ପିଟାଲ୍ରେ ହେଲେ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ଉପଯୁକ୍ତ ଚିକିତ୍ସା, ଯତ୍ନ ଓ ସେବା ଫଳରେ କରୋନା ଭଳି ଭୟଙ୍କର ବ୍ୟାଧିରୁ ମଧ୍ୟ ସୁସ୍ଥ ହୋଇପାରିବେ ବରି ନାଗରିକମାନେ । ଏହି କଥାକୁ ପୁଣି ଥରେ ପ୍ରମାଣିତ କରିପାରିଛି ସମ୍ କୋଭିଡ ହସ୍ପିଟାଲ୍ । … Read More