ଓଡ଼ିଶା ଔଷଧ ନିଗମର ଦୁର୍ନୀତି; ଆଉ ଏକ କେଳେଙ୍କାରୀର ଅଭିଯୋଗ ଆଣିଲା କଂଗ୍ରେସ
ଭୁବନେଶ୍ବର, (ଓଡିଶା ଟାଇମ୍) : ପୂର୍ବରୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କରୋନା ସମୟରେ ଔଷଧ ନିଗମ ଦ୍ୱାରା ଜିନିଷପତ୍ର କିଣାରେ ୬ଟି ଅଭିଯୋଗ ଆଣିଥିଲା। ସେ ସବୁ ଅଭିଯୋଗର ସ୍ପଷ୍ଟିକରଣ ଆଜିପର୍ଯ୍ୟନ୍ତ ପର୍ଯ୍ୟନ୍ତ ରାଜ୍ୟ ସରକାର ଦେଲେ ନାହିଁ। ଅପରନ୍ତୁ … Read More