ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
ଭୁବନେଶ୍ବର, (ଓଡିଶା ଟାଇମ୍) :ପୁରୀ ସ୍ବର୍ଗଦ୍ବାରରେ ଶବ ସତ୍କାର ନେଇ କଟକଣା ହଟାଇ ଦିଆଯାଇଛି। ଏଣିକି ବାହାର ଜିଲାର ଯେକୌଣସି ବ୍ୟକ୍ତିଙ୍କ ମୃତଦେହ ତାଙ୍କ ସମ୍ପର୍କୀୟ ପୁରୀ ସ୍ବର୍ଗଦ୍ବାର ଆଣି ସତ୍କାର କରିପାରିବେ। ଅନ୍ୟ ସ୍ବର୍ଗଦ୍ବାରେର ଅନ୍ୟ ଜିଲାର ବ୍ୟକ୍ତିଙ୍କ ମୃତଦେହ … Read More