ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ପରଲୋକ
ଗୌହାଟୀ, (ଓଡିଶା ଟାଇମ୍) : ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ଦେହାନ୍ତ ହୋଇଛି। କିଛି ଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଗୌହାଟୀର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ଗୋଗୋଇ। କରୋନା ଏବଂ ବହୁବିଧ ରୋଗରେ ପୀଡିତ … Read More