କେନ୍ଦୁଝର ଜିଲ୍ଲା ସ୍ଥାନୀୟ ବାସିନ୍ଦାଙ୍କ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଦ୍ୱାରା ପ୍ରୋତ୍ସାହିତ
ଭୁବନେଶ୍ବର, (ଓଡିଶା ଟାଇମ୍) :ସ୍ଥାନୀୟ ପ୍ରତିଭାର ବିକାଶ ପାଇଁ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ୨୦୧୮ ମସିହାରୁ ୬ଟି ଗୋ ଶିକ୍ଷା ଗବେଷଣା କେନ୍ଦ୍ର ସ୍ଥାପନ କରାଯାଇଛି । କେନ୍ଦୁଝର ଜିଲ୍ଲାରେ ଅବସ୍ଥିତ ଗ୍ରାମର ଯୁବକ ଯୁବତୀମାନଙ୍କୁ କମ୍ପ୍ୟୁଟରର ବ୍ୟବହାର, ଇଣ୍ଟରନେଟ୍ ଓ … Read More